ଯିହିଜିକଲ 6:14 - ପବିତ୍ର ବାଇବଲ14 ପୁଣି ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ଦିବ୍ଲା ପ୍ରାନ୍ତର ପର୍ଯ୍ୟନ୍ତ ସେମାନଙ୍କର ସମଗ୍ର ବସତି ସ୍ଥାନକୁ ଧ୍ୱଂସ ଓ ଶୂନ୍ୟ କରିବୁ। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ଵଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Viz kapitolaଓଡିଆ ବାଇବେଲ14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।” Viz kapitola |