Online Bible

- Reklamy -




ଯିହିଜିକଲ 6:3 - ପବିତ୍ର ବାଇବଲ

3 କୁହ: ‘ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ମୋର ପ୍ରଭୁ ସଦାପ୍ରଭୁଙ୍କର ବାକ୍ୟ ଶୁଣ! ସଦାପ୍ରଭୁ, ମୋର ପ୍ରଭୁ ପର୍ବତଗୁଡ଼ିକୁ, ଉପପର୍ବତଗୁଡ଼ିକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି, ଦେଖ ଆମ୍ଭେ ନିଜେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ‌‌ଖ‌ଡ଼୍‌ଗ ଆଣିବା ଓ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତ-ଗଣକୁ, ଜଳ-ପ୍ରଣାଳୀ ଓ ଉପତ୍ୟକାସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍‍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।

Viz kapitola kopírovat

ଓଡିଆ ବାଇବେଲ

3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।

Viz kapitola kopírovat




ଯିହିଜିକଲ 6:3

Následuj nás:

Reklamy


Reklamy