ଯିହିଜିକଲ 6:4 - ପବିତ୍ର ବାଇବଲ4 ଆମ୍ଭେ ତୁମ୍ଭମାନଙ୍କର ହୋମବଳି ନିମନ୍ତେ ଥିବା ଯଜ୍ଞବେଦିଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବେଦିକୁ ମଧ୍ୟ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ଫୋପାଡ଼ି ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ଵଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା। Viz kapitolaଓଡିଆ ବାଇବେଲ4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା। Viz kapitola |