ଯିହିଜିକଲ 6:5 - ପବିତ୍ର ବାଇବଲ5 ଆଉ ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଯଜ୍ଞବେଦିଗୁଡ଼ିକର ଗ୍ଭରିଆଡ଼େ ବିଞ୍ଚିଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା। Viz kapitolaଓଡିଆ ବାଇବେଲ5 ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା। Viz kapitola |