ଏଜ୍ରା 1:7 - ପବିତ୍ର ବାଇବଲ7 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ମନ୍ଦିରର ଯେ ସକଳ ପାତ୍ର ଯିରୁଶାଲମରୁ ଆଣି ଆପଣା ମିଥ୍ୟା ଦେବତାଗଣଙ୍କ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହା ସବୁ ବାହାର କରି ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ, ନବୁଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Viz kapitolaଓଡିଆ ବାଇବେଲ7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ଯିରୂଶାଲମରୁ ଆଣି ଆପଣା ଦେବ ମନ୍ଦିରରେ ରଖିଥିଲା, କୋରସ୍ ରାଜା ତାହାସବୁ ବାହାର କରି ଆଣିଲା। Viz kapitola |