ଏଜ୍ରା 1:9 - ପବିତ୍ର ବାଇବଲ9 ମିତ୍ରଦାତର ସଦାପ୍ରଭୁଙ୍କର ମନ୍ଦିରରୁ ଯେଉଁସବୁ ବସ୍ତୁ ଆଣିଥିଲା, ସେହି ଦ୍ରବ୍ୟଗୁଡ଼ିକର ସଂଖ୍ୟା ଏହିପରି ଥିଲା: ସୁନାଥାଳୀ 30, ରୂପାଥାଳୀ 1,000, ଛୁରୀ 29, Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Viz kapitolaଓଡିଆ ବାଇବେଲ9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପା ଥାଳୀ, ଅଣତିରିଶ ଛୁରୀ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେହି ଦ୍ରବ୍ୟର ସଂଖ୍ୟା ଏହି; ତିରିଶ ସୁନା ଥାଳୀ, ଏକ ହଜାର ରୂପାଥାଳୀ, ଅଣତିରିଶ ଛୁରୀ; Viz kapitola |