ଗାଲାତୀୟ 1:12 - ପବିତ୍ର ବାଇବଲ12 ମୁଁ ସେହି ସୁସମାଗ୍ଭର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମୋତେ ତାହା ଶିକ୍ଷା ଦେଇ ନାହିଁ, ବରଂ ଯୀଶୁ ଖ୍ରୀଷ୍ଟ ସେହି ସୁସମାଗ୍ଭର ମୋ’ ଆଗରେ ପ୍ରକାଶିତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ଵାରା ପାଇଅଛି। Viz kapitolaଓଡିଆ ବାଇବେଲ12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)12 ମୁଁ କୌଣସି ମନୁଷ୍ୟଠାରୁ ତାହା ପ୍ରାପ୍ତ ହୋଇ ନାହିଁ, କିଅବା କେହି ମୋତେ ତାହା ଶିକ୍ଷା ଦେଇ ନାହାନ୍ତି। ସ୍ୱୟଂ ଯୀଶୁ ଖ୍ରୀଷ୍ଟ ତାହା ମୋ’ ନିକଟରେ ପ୍ରକାଶ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି। Viz kapitola |