ଗାଲାତୀୟ 1:15 - ପବିତ୍ର ବାଇବଲ15 କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ, Viz kapitolaଓଡିଆ ବାଇବେଲ15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)15 ମାତ୍ର ଈଶ୍ୱର ତାଙ୍କ ଅନୁଗ୍ରହରେ ମୋ’ ଜନ୍ମ ପୂର୍ବରୁ ମୋତେ ମନୋନୀତ କରିଥିଲେ ଏବଂ ତାଙ୍କର ସେବା କରିବା ପାଇଁ ମୋତେ ଆହ୍ୱାନ ଦେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, Viz kapitola |