ଗାଲାତୀୟ 1:7 - ପବିତ୍ର ବାଇବଲ7 ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। Viz kapitolaଓଡିଆ ବାଇବେଲ7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ପ୍ରକୃତରେ ‘ଅନ୍ୟ କୌଣସି ସୁସମାଚାର’ ନାହିଁ। କିନ୍ତୁ ମୁଁ ଏପରି କହୁଛି, କାରଣ କେତେକ ଖ୍ରୀଷ୍ଟଙ୍କ ସୁସମାଚାରକୁ ଅନ୍ୟ ରୂପ ଦେଇ, ତୁମ୍ଭମାନଙ୍କୁ ବିଚଳିତ କରିବାକୁ ଚେଷ୍ଟା କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। Viz kapitola |