ଗାଲାତୀୟ 2:1 - ପବିତ୍ର ବାଇବଲ1 ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣବ୍ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Viz kapitolaଓଡିଆ ବାଇବେଲ1 ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି । Viz kapitolaପବିତ୍ର ବାଇବଲ (CL) NT (BSI)1 ଚଉଦ ବର୍ଷ ପରେ ବର୍ଣ୍ଣବାଙ୍କ ସହିତ ମୁଁ ଯିରୂଶାଲମକୁ ଫେରିଲି; ମୋ’ ସଙ୍ଗରେ ତିତସଙ୍କୁ ମଧ୍ୟ ନେଇ ଯାଇଥିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। Viz kapitola |