Online Bible

- Reklamy -




ଗାଲାତୀୟ 2:5 - ପବିତ୍ର ବାଇବଲ

5 କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।

Viz kapitola kopírovat

ଓଡିଆ ବାଇବେଲ

5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।

Viz kapitola kopírovat




ଗାଲାତୀୟ 2:5

Následuj nás:

Reklamy


Reklamy