ଗାଲାତୀୟ 2:7 - ପବିତ୍ର ବାଇବଲ7 ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Viz kapitolaଓଡିଆ ବାଇବେଲ7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Viz kapitolaପବିତ୍ର ବାଇବଲ (CL) NT (BSI)7 ଅପର ପକ୍ଷରେ, ସେମାନେ ଦେଖିଥିଲେ ଯେ, ଈଶ୍ୱର ଯେଉଁପରି ଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ପିତରଙ୍କୁ ଦେଇଥିଲେ, ସେହିପରି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ମୋତେ ଦେଇଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, Viz kapitola |