ଗାଲାତୀୟ 3:23 - ପବିତ୍ର ବାଇବଲ23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେହି ବିଶ୍ଵାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ଵାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ। Viz kapitolaଓଡିଆ ବାଇବେଲ23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)23 ବିଶ୍ୱାସର ଯୁଗ ଆସିବା ପୂର୍ବରୁ ଏବଂ ପ୍ରକାଶିତ ହେବା ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ସମସ୍ତଙ୍କୁ ବନ୍ଦୀ କରି ରଖିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ। Viz kapitola |