ଗାଲାତୀୟ 3:4 - ପବିତ୍ର ବାଇବଲ4 ତୁମ୍ଭେମାନେ ଅନେକ କଥା ଅନୁଭବ କରିଛ। କ’ଣ ସେ ସବୁ ବିଫଳ ହୋଇଗଲା? ନା! Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶ ଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା? Viz kapitolaଓଡିଆ ବାଇବେଲ4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ? Viz kapitolaପବିତ୍ର ବାଇବଲ (CL) NT (BSI)4 ଏଥିପାଇଁ ତୁମ୍ଭମାନଙ୍କର ସମସ୍ତ ଅନୁଭୂତି କଅଣ ନିରର୍ଥକ? ସେଥିରୁ କଅଣ କିଛି ଶିକ୍ଷା କରି ନାହଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା? Viz kapitola |