ଗାଲାତୀୟ 4:16 - ପବିତ୍ର ବାଇବଲ16 କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି? Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? Viz kapitolaଓଡିଆ ବାଇବେଲ16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି ? Viz kapitolaପବିତ୍ର ବାଇବଲ (CL) NT (BSI)16 କିନ୍ତୁ ବର୍ତ୍ତମାନ ମୁଁ ସତ୍ୟ କହି ଥିବାର କ’ଣ ତୁମ୍ଭମାନଙ୍କର ଶତ୍ରୁ ହୋଇ ଯାଇଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? Viz kapitola |