ଗାଲାତୀୟ 4:23 - ପବିତ୍ର ବାଇବଲ23 ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। Viz kapitolaଓଡିଆ ବାଇବେଲ23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)23 କ୍ରୀତଦାସୀର ପୁତ୍ର ସ୍ୱାଭାବିକ ଭାବରେ ଜନ୍ମ ଲାଭ କରିଥିଲା। ମାତ୍ର ତାଙ୍କ ବିବାହିତା ସ୍ତ୍ରୀଙ୍କ ପୁତ୍ର ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମ ଲାଭ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। Viz kapitola |