ଗାଲାତୀୟ 4:8 - ପବିତ୍ର ବାଇବଲ8 ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ; Viz kapitolaଓଡିଆ ବାଇବେଲ8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ; Viz kapitolaପବିତ୍ର ବାଇବଲ (CL) NT (BSI)8 ଅତୀତରେ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ନ ଥିଲ, ତେଣୁ ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେହିଭଳି ମିଥ୍ୟା ଦେବଦେବୀମାନଙ୍କର ଦାସ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ; Viz kapitola |