Online Bible

- Reklamy -




ଗାଲାତୀୟ 5:1 - ପବିତ୍ର ବାଇବଲ

1 ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ।

Viz kapitola kopírovat

ଓଡିଆ ବାଇବେଲ

1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

1 ଆମେ ସ୍ୱାଧୀନ। ଖ୍ରୀଷ୍ଟ ଆମକୁ ସ୍ୱାଧୀନ କରି ଅଛନ୍ତି। ତେଣୁ ତୁମ୍ଭେମାନେ ସ୍ୱାଧୀନତାରେ ଅଟଳ ରୁହ। ପୁନର୍ବାର ଦାସତ୍ୱ ବନ୍ଧନରେ ଆବଦ୍ଧ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।

Viz kapitola kopírovat




ଗାଲାତୀୟ 5:1

Následuj nás:

Reklamy


Reklamy