ଗାଲାତୀୟ 5:16 - ପବିତ୍ର ବାଇବଲ16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ। Viz kapitolaଓଡିଆ ବାଇବେଲ16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)16 ମୋର କହିବାର କଥା ହେଲା, ପବିତ୍ରଆତ୍ମା ତୁମ୍ଭମାନଙ୍କ ଜୀବନକୁ ପରିଚାଳିତ କରନ୍ତୁ। ତା’ହେଲେ ତୁମ୍ଭେମାନେ ଆଉ ମନୁଷ୍ୟର ପ୍ରକୃତିଗତ ଲାଳସାକୁ ଚରିତାର୍ଥ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ। Viz kapitola |