ଗାଲାତୀୟ 5:17 - ପବିତ୍ର ବାଇବଲ17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ। Viz kapitolaଓଡିଆ ବାଇବେଲ17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ମନୁଷ୍ୟ ପ୍ରକୃତି ପବିତ୍ର ଆତ୍ମାଙ୍କ ଇଚ୍ଛାର ବିରୋଧୀ। ସେହିପରି ପବିତ୍ର ଆତ୍ମାଙ୍କ ଇଚ୍ଛା, ମନୁଷ୍ୟ ପ୍ରକୃତିର ବିରୋଧୀ। ଏମାନେ ପରସ୍ପରର ଶତ୍ରୁ। ତେଣୁ ତୁମ୍ଭେମାନେ ଯାହା କରିବାକୁ ଇଚ୍ଛା କର, ତାହା କରିବାକୁ ଅସମର୍ଥ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ। Viz kapitola |