ଗାଲାତୀୟ 5:25 - ପବିତ୍ର ବାଇବଲ25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ। Viz kapitolaଓଡିଆ ବାଇବେଲ25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)25 ପବିତ୍ର ଆତ୍ମା ଆମ୍ଭମାନଙ୍କୁ ଜୀବନ ଦାନ କରି ଅଛନ୍ତି, ସେ ଆମ୍ଭମାନଙ୍କର ଜୀବନକୁ ମଧ୍ୟ ନିୟନ୍ତ୍ରଣ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। Viz kapitola |