ଗାଲାତୀୟ 5:26 - ପବିତ୍ର ବାଇବଲ26 ଆମ୍ଭେ ବୃଥାଭିମାନୀ ହେବା ନାହିଁ। ଏକଆରେକକୁ ଅସୁବିଧାରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। Viz kapitolaଓଡିଆ ବାଇବେଲ26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)26 ତେଣୁ ଗର୍ବ କରିବା ବା ଅନ୍ୟମାନଙ୍କୁ ବିରକ୍ତ କରିବା ବା କାହାକୁ ଈର୍ଷା କରିବା ଆମର ଉଚିତ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। Viz kapitola |