ଗାଲାତୀୟ 5:3 - ପବିତ୍ର ବାଇବଲ3 ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା'ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ। Viz kapitolaଓଡିଆ ବାଇବେଲ3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ । Viz kapitolaପବିତ୍ର ବାଇବଲ (CL) NT (BSI)3 ଯେଉଁ ବ୍ୟକ୍ତି ସୁନ୍ନଦ ହୁଏ, ମୁଁ ତାକୁ ପୁଣି ଥରେ ସତର୍କ କରି ଦେଉଛି ଯେ, ମୋଶାଙ୍କ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ପାଳନ କରିବା ତାହାର କର୍ତ୍ତବ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ। Viz kapitola |