ଗାଲାତୀୟ 5:5 - ପବିତ୍ର ବାଇବଲ5 ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ବିଶ୍ଵାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। Viz kapitolaଓଡିଆ ବାଇବେଲ5 କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଆମେ ଆଶା ପୋଷଣ କରୁଛୁ ଯେ, ଈଶ୍ୱର ଆମକୁ ତାଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ କରିବେ; ଆମ ବିଶ୍ୱାସର ଫଳ ସ୍ୱରୂପ, ଆମ ଭିତରେ କାର୍ଯ୍ୟ କରୁଥିବା ପରମାତ୍ମାଙ୍କ ଶକ୍ତି ଦ୍ୱାରା ଏହା ସାଧିତ ହେବ ବୋଲି ଅପେକ୍ଷା କରି ରହିଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। Viz kapitola |