ଗାଲାତୀୟ 6:10 - ପବିତ୍ର ବାଇବଲ10 ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ଵାସୀ ସମସ୍ତଙ୍କର ମଙ୍ଗଳ କରୁ। Viz kapitolaଓଡିଆ ବାଇବେଲ10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)10 ତେଣୁ ଯେତେ ଥର ସୁଯୋଗ ପାଉଛୁ, ସବୁବେଳେ ସମସ୍ତଙ୍କର, ବିଶେଷରେ ଯେଉଁମାନେ ଆମ ବିଶ୍ୱାସୀ ପରିବାରଭୁକ୍ତ, ସେମାନଙ୍କର ମଙ୍ଗଳ କରିବା ଆମର ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ। Viz kapitola |