ଗାଲାତୀୟ 6:6 - ପବିତ୍ର ବାଇବଲ6 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଯେ ଈଶ୍ଵରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ। Viz kapitolaଓଡିଆ ବାଇବେଲ6 କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ । Viz kapitolaପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟୀୟ ସୁସମାଚାର ଶିକ୍ଷା କରିବା ବେଳେ ଶିକ୍ଷାଦାତା ଗୁରୁଙ୍କୁ ନିଜେ ଉପଭୋଗ କରୁଥିବା ସମସ୍ତ ଉତ୍ତମ ବିଷୟର ଅଂଶୀ କରାଇବା ଉଚିତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ। Viz kapitola |