Online Bible

- Reklamy -




ଆଦି ପୁସ୍ତକ 1:18 - ପବିତ୍ର ବାଇବଲ

18 ପରମେଶ୍ୱର ଦୀପ୍ତିଗଣକୁ ଆକାଶ ମଣ୍ଡଳରେ ଦିନ ଓ ରାତ୍ରିକୁ କର୍ତ୍ତୃତ୍ୱ କରିବା ପାଇଁ ସ୍ଥାପନ କଲେ। ଏହି ଜ୍ୟୋତିର୍ଗଣ ଅନ୍ଧକାରରୁ ଆଲୋକକୁ ପୃଥକ କଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଦୀପ୍ତିକି ଅନ୍ଧକାରରୁ ପୃଥକ୍ କରିବା ପାଇଁ, ପରମେଶ୍ଵର ଆକାଶମଣ୍ତଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ଵର ଏହି ସମସ୍ତ ଉତ୍ତମ ଦେଖିଲେ।

Viz kapitola kopírovat

ଓଡିଆ ବାଇବେଲ

18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଦୀପ୍ତିକୁ ଅନ୍ଧକାରରୁ ପୃଥକ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।

Viz kapitola kopírovat




ଆଦି ପୁସ୍ତକ 1:18

Následuj nás:

Reklamy


Reklamy