ଆଦି ପୁସ୍ତକ 1:29 - ପବିତ୍ର ବାଇବଲ29 ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Viz kapitolaଓଡିଆ ବାଇବେଲ29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ। Viz kapitola |