ଆଦି ପୁସ୍ତକ 10:1 - ପବିତ୍ର ବାଇବଲ1 ନୋହଙ୍କର ପୁତ୍ରମାନେ ଥିଲେ, ଶେମ, ହାମ ଏବଂ ଯେଫତ୍। ବନ୍ୟା ପରେ ଏହି ତିନି ଜଣଙ୍କର ସନ୍ତାନସନ୍ତତି ଜନ୍ମ ନେଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ। Viz kapitolaଓଡିଆ ବାଇବେଲ1 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ। Viz kapitola |