ଆଦି ପୁସ୍ତକ 10:12 - ପବିତ୍ର ବାଇବଲ12 ଏବଂ ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ ନଗର ସ୍ଥାପନ କଲା। (ରେଷନ ଏକ ପ୍ରଧାନ ନଗର ଥିଲା)। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର। Viz kapitolaଓଡିଆ ବାଇବେଲ12 ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର। Viz kapitola |