Online Bible

- Reklamy -




ଆଦି ପୁସ୍ତକ 10:32 - ପବିତ୍ର ବାଇବଲ

32 ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Viz kapitola kopírovat




ଆଦି ପୁସ୍ତକ 10:32

Následuj nás:

Reklamy


Reklamy