ଆଦି ପୁସ୍ତକ 11:5 - ପବିତ୍ର ବାଇବଲ5 ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। Viz kapitola |