Online Bible

- Reklamy -




ଆଦି ପୁସ୍ତକ 11:7 - ପବିତ୍ର ବାଇବଲ

7 ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।

Viz kapitola kopírovat

ଓଡିଆ ବାଇବେଲ

7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”

Viz kapitola kopírovat




ଆଦି ପୁସ୍ତକ 11:7

Následuj nás:

Reklamy


Reklamy