ଆଦି ପୁସ୍ତକ 12:12 - ପବିତ୍ର ବାଇବଲ12 ମିଶରୀୟମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, ‘ତୁମ୍ଭେ ମୋର ସ୍ତ୍ରୀ।’ ତା'ପରେ ସେମାନେ ମୋତେ ମାରି ଦେବେ ଏବଂ ତୁମ୍ଭକୁ ଦୂରକୁ ନେଇଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଣୁକରି ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। Viz kapitolaଓଡିଆ ବାଇବେଲ12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ। Viz kapitola |