ଆଦି ପୁସ୍ତକ 12:14 - ପବିତ୍ର ବାଇବଲ14 ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅନନ୍ତର ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ। Viz kapitolaଓଡିଆ ବାଇବେଲ14 ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ। Viz kapitola |