Online Bible

- Reklamy -




ଆଦି ପୁସ୍ତକ 12:19 - ପବିତ୍ର ବାଇବଲ

19 ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।

Viz kapitola kopírovat

ଓଡିଆ ବାଇବେଲ

19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”

Viz kapitola kopírovat




ଆଦି ପୁସ୍ତକ 12:19

Následuj nás:

Reklamy


Reklamy