ଆଦି ପୁସ୍ତକ 13:15 - ପବିତ୍ର ବାଇବଲ15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)15 କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Viz kapitolaଓଡିଆ ବାଇବେଲ15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। Viz kapitola |