ଆଦି ପୁସ୍ତକ 13:4 - ପବିତ୍ର ବାଇବଲ4 ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaଓଡିଆ ବାଇବେଲ4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। Viz kapitola |