ଆଦି ପୁସ୍ତକ 14:10 - ପବିତ୍ର ବାଇବଲ10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ। Viz kapitolaଓଡିଆ ବାଇବେଲ10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ। Viz kapitola |