Online Bible

- Reklamy -




ଆଦି ପୁସ୍ତକ 14:13 - ପବିତ୍ର ବାଇବଲ

13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍‍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।

Viz kapitola kopírovat




ଆଦି ପୁସ୍ତକ 14:13

Následuj nás:

Reklamy


Reklamy