ଆଦି ପୁସ୍ତକ 14:14 - ପବିତ୍ର ବାଇବଲ14 ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶତ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ ନଗର ପର୍ଯ୍ୟନ୍ତ ଗଲେ। Viz kapitolaଓଡିଆ ବାଇବେଲ14 ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। Viz kapitola |