ଆଦି ପୁସ୍ତକ 14:15 - ପବିତ୍ର ବାଇବଲ15 ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitolaଓଡିଆ ବାଇବେଲ15 ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। Viz kapitola |