ଆଦି ପୁସ୍ତକ 14:18 - ପବିତ୍ର ବାଇବଲ18 ଶାଲମର ରାଜା ମଲ୍କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଶାଲମର ରାଜା ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ; Viz kapitolaଓଡିଆ ବାଇବେଲ18 ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; Viz kapitola |