ଆଦି ପୁସ୍ତକ 14:24 - ପବିତ୍ର ବାଇବଲ24 କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ। Viz kapitolaଓଡିଆ ବାଇବେଲ24 କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।” Viz kapitola |