ଆଦି ପୁସ୍ତକ 14:7 - ପବିତ୍ର ବାଇବଲ7 ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐଣ୍ମିସ୍ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ। Viz kapitolaଓଡିଆ ବାଇବେଲ7 ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ। Viz kapitola |