ଆଦି ପୁସ୍ତକ 15:18 - ପବିତ୍ର ବାଇବଲ18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, Viz kapitolaଓଡିଆ ବାଇବେଲ18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, Viz kapitola |