ଆଦି ପୁସ୍ତକ 15:4 - ପବିତ୍ର ବାଇବଲ4 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ। Viz kapitolaଓଡିଆ ବାଇବେଲ4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” Viz kapitola |