ଆଦି ପୁସ୍ତକ 15:5 - ପବିତ୍ର ବାଇବଲ5 ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ସେ ତାଙ୍କୁ ବାହାରକୁ ଆଣି କହିଲେ, ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯେବେ ତାରାସମୂହ ଗଣିପାର, ତେବେ ଗଣି କୁହ। ସେ ଆହୁରି କହିଲେ, ଏହି ପ୍ରକାର ତୁମ୍ଭର ବଂଶ ହେବ।। Viz kapitolaଓଡିଆ ବାଇବେଲ5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” Viz kapitola |