Online Bible

- Reklamy -




ଆଦି ପୁସ୍ତକ 15:7 - ପବିତ୍ର ବାଇବଲ

7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ସେ ତାଙ୍କୁ କହିଲେ, ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।

Viz kapitola kopírovat

ଓଡିଆ ବାଇବେଲ

7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”

Viz kapitola kopírovat




ଆଦି ପୁସ୍ତକ 15:7

Následuj nás:

Reklamy


Reklamy