ଆଦି ପୁସ୍ତକ 15:8 - ପବିତ୍ର ବାଇବଲ8 କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ସେ କହିଲେ, ହେ ପ୍ରଭୋ, ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା କିରୂପେ ଜାଣିବି? Viz kapitolaଓଡିଆ ବାଇବେଲ8 ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?” Viz kapitola |